କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ… କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ।…