ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା; ଦୁଗ୍ଧ ଉତ୍ପାଦନ ଦୁଇଗୁଣ କରିବା ଲକ୍ଷ୍ୟ ଭୁବନେଶ୍ୱର,୨୬।୭: ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’…