କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….
ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ ନେଇ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ,…

