Tag Archives: chief minister

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ ସଚିବ ଭାବରେ ନିଯୁକ୍ତ କରାଯାଇପାରେ। ଏ ସମ୍ବନ୍ଧୀୟ ସୂଚନା ଅନୁଯାୟୀ, ରାଜ୍ୟ ସରକାର…

ସାଢେ ୩ଲକ୍ଷ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା: ଦୀପାବଳି ପୂର୍ବରୁ ମିଳିବ ଡିଏ (DA) ସହ ବକେୟା ରାଶି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶିମଲା,୨୩।୧୦: ହିମାଚଳ ପ୍ରଦେଶରେ ଦୀପାବଳି ପୂର୍ବରୁ, ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ ରାଜ୍ୟର ୩.୫ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସିମଲାରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) ରେ…

ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା, ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଲେ…

କୋଲକାତାର,୧୮ା୧୦: କୋଲକାତା ଦଳାଚକଟା ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨୫ ଲକ୍ଷର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ବଡ଼ ସହାୟତା ଘୋଷଣା ସହ ମୁଖ୍ୟମନ୍ତ୍ରୀ ପରିବାରର ଜଣଙ୍କୁ ଗ୍ରୁପ୍‌ ଡି’…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ ମହଲରେ ହଇଚଇ ସୃଷ୍ଟି କଲା। ପୋଲିସ ବିଭାଗ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ବିଧାୟକ ଭାଇ ବୀରେନ୍ଦ୍ରଙ୍କ ଏକ ବୟାନ ପରେ ଏହି ଚର୍ଚ୍ଚା ଆରମ୍ଭ ହୋଇଛି,…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ମୁତାବକ, ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର ଆବାହକ ତଥା ଜିଲା ଓଷ୍ଟା ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ଶିକ୍ଷକ…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ ଚିହ୍ନଟ କରାଯାଇଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ ଅନୁଯାୟୀ, ସେ କଶ୍ମୀରରେ ସକ୍ରିୟ ସଜ୍ଜାଦ ଭଟ…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ ନିଆଯାଇଥିଲା। ତାଙ୍କର ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖରେ ମ୍ରିୟମାଣ…

ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଦେଖି ନିଜକୁ ସମ୍ଭାଳି ପାରିଲେନି ଏୟାର ହୋଷ୍ଟେସ୍‌, ଏମିତି କ’ଣ ଲେଖିଲେ ଯେ ଯାହା ରାତାରାତି ହେଲା ଭାଇରାଲ? ଜାଣନ୍ତୁ…

ଚେନ୍ନାଇ,୨୯।୫: ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନୂଆଦିଲ୍ଲୀର ଏକ ସରକାରୀ ଗସ୍ତ ପରେ ଚେନ୍ନାଇ ଫେରିଛନ୍ତି। ଏହି ଯାତ୍ରା ସମୟରେ ସେ ଏକ ଘରୋଇ ବିମାନରେ ଏୟାର ହୋଷ୍ଟେସ ଉମା ମୀନାକ୍ଷୀଙ୍କୁ ଭେଟିଥିଲେ। ପରେ ମୀନାକ୍ଷୀ ସୋସିଆଲ ମିଡିଆରେ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି: ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ପରେ ଶୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ୪୫ ଦିନ ମଧ୍ୟରେ ଜମି ଯୋଗାଇ ଦେବାକୁ ଶୁଭେନ୍ଦୁ କହିଛନ୍ତି। ଏପରିକିି…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?