ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏତିକି ନୂଆ ଜିଲା ପାଇଁ ଖୁବ୍ଶୀଘ୍ର ନିଯୁକ୍ତ ହେବେ… ନୂଆଦିଲ୍ଲୀ,୨୭ା୧୨: ଦିଲ୍ଲୀ ସରକାର ଖୁବ୍ଶୀଘ୍ର ରାଜଧାନୀରେ ନୂତନ ପ୍ରଶାସନିକ ଢାଞ୍ଚା ଅନୁଯାୟୀ ଅଧିକାରୀମାନଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଜାରି କରିବେ। ଏହି ନିଷ୍ପତ୍ତି ଅନୁଯାୟୀ, ୧୩ଟି ଜିଲା ପାଇଁ ୧୩ ଜଣ IAS ଅଧିକାରୀଙ୍କୁ ଜିଲା ମାଜିଷ୍ଟ୍ରେଟ୍ (DM) ଭାବରେ...