ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ସେବା ଦିବସ ଭାବେ ପାଳିତ, ସ୍ଵେଚ୍ଛାକୃତ ରକ୍ତଦାନ କଲେ ଦଳୀୟ ନେତା ଓ କର୍ମୀ କେନ୍ଦୁଝର,୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଉପଲକ୍ଷେ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ମେଗା ରକ୍ତଦାନ ଶିବିର ଆରମ୍ଭ ହୋଇଛି । ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍ଫରେନ୍ସିଂ...