ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍ଲାଇନ୍ ପଞ୍ଜୀକରଣ ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ଅଭିଯୋଗ ଶୁଣାଣି ହେବ ବୋଲି ସାଧାରଣ ପ୍ରଶାସନ ଓ...