ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ...