ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି…