ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୀର୍ଘ ୧୩ ଦିନ ଧରି ବ୍ରହ୍ମପୁର MKCG ମେଡିକାଲରେ…