Tag Archives: child

ବାଲ୍ୟ ବିବାହ ରୋକିବାକୁ ଶପଥ ଗ୍ରହଣ

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଶିଶୁ ସୁରକ୍ଷା କମିଟିର ଟାସ୍କଫୋର୍ସ କମିଟିର ବୈଠକ କମିଟିର ଆବାହକ ତଥା ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶିଶୁଙ୍କ ପାଇଁ…

‘ଶିଶୁର ଲାଳନପାଳନରେ ପୁରୁଷଙ୍କ ସହଭାଗିତା ଲୋଡ଼ା’

ଭଞ୍ଜନଗର,୧୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ଏଥିରେ ସିଡିପିଓ ମିଲୀମା କୁମାରୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଏବଂ ତହସିଲଦାର ଅଭୀପ୍‌ସା…

ଭୁଲ୍‌ ଜାଗାରେ ଇଞ୍ଜେକ୍ସନ: ଅଚଳ ହେଲା ଶିଶୁର ଗୋଡ଼

ପିପିଲି,୧୯ା୫ (ଦୁର୍ଗାମାଧବ ମିଶ୍ର/ପ୍ରଭାତ କୁମାର ମହାପାତ୍ର): ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୪ ମାସର ଶିଶୁକୁ ଭୁଲ୍‌ ଜାଗାରେ ଇଞ୍ଜେକ୍ସନ ଦେବା ଦ୍ୱାରା ଉକ୍ତ ଶିଶୁର ଡାହାଣ ଗୋଡ଼ ଏବେ ଅକର୍ମଣ୍ୟ ହୋଇଯାଇଛି। ଶିଶୁଟି ଗୋଡ଼ ସଳଖ ପକାଇପାରୁନାହିଁ। ଏଭଳି ଘଟଣା ଘଟିଛି…

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri