ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା ଗ୍ରାମରେ।…