ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା…