ଚିପ୍ସ ପ୍ୟାକେଟ୍ରେ ଥିବା ପ୍ଲାଷ୍ଟିକ୍ ଖେଳନା ଖାଇ ଶିଶୁ ମୃତ୍ୟୁ ଘଟଣାର ହେବ ତଦନ୍ତ, ସ୍ବାସ୍ଥ୍ୟାଧିକାରୀ କହିଲେ… ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମ ନିକଟ ମୂଷିମାହା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ବିଗିଲ ପ୍ରଧାନଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟବିଭାଗର ଚିନ୍ତା ବଢ଼ିବା ସହ ବହୁ ପରିବାରର...