ମେଡିକାଲରୁ ପିଲା ଚୋରି, ବାପାଙ୍କୁ ଫଟୋ ଆଣିବାକୁ ପଠାଇ ନବଜାତକକୁ ନେଇ ମହିଳା ଚମ୍ପଟ ବାରିପଦା,୧୧ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ୭ମହଲା କୋଠାର ମହିଳା ଏବଂ ଶିଶୁ ବିଭାଗ ଓ୍ବାର୍ଡରୁ ନବଜାତ ଶିଶୁ ଚୋରି ନେଇ ଅଭିଯୋଗ ହୋଇଛି। ଶନିବାର ସକାଳୁ ଶିଶୁଟି ଚୋରି ହୋଇଥିବା ନେଇ ନବଜାତକର...