ଛୋଟ ପିଲାଙ୍କୁ କାହିଁକି ହୁଏ କ୍ୟାନ୍ସର? ଜାଣନ୍ତୁ ପ୍ରାରମ୍ଭିକ ଲକ୍ଷଣ
ପ୍ରତ୍ୟେକ ମାତାପିତା ଚାହାନ୍ତି, ସେମାନଙ୍କ ପିଲା ସୁସ୍ଥ ରହୁ ଏବଂ ବିନା କୌଣସି ଅସୁବିଧାରେ ଜୀବନ ବିତାଉ। କିନ୍ତୁ ଯେତେବେଳେ ଛୋଟ ପିଲାଟିଏ କ୍ୟାନ୍ସର ଭଳି ଗମ୍ଭୀର ରୋଗରେ ଆକ୍ରାନ୍ତ ହୁଏ, ସେତେବେଳେ ପୂରା ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼େ।…

