Social Media Ban: ୧୫ ବର୍ଷରୁ କମ ବୟସର ପିଲାମାନେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ, ସଂସଦରେ ବିଲ ଗୃହୀତ ପ୍ୟାରିସ,୨୪।୭: ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ନେତୃତ୍ୱରେ, ବିଶ୍ୱର ସବୁଠାରୁ ଆଧୁନିକ ରାଷ୍ଟ୍ରଗୁଡ଼ିକ ମଧ୍ୟରୁ ଗୋଟିଏ ଫ୍ରାନ୍ସର ସଂସଦ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସଂସଦ ୧୫ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ…