ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ‘ଶିଶୁ ଉତ୍ସବ’ ପାଳିତ ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): କୁନି କୁନି ଶିଶୁ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ରବିବାର ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହ ପରିସରରେ ଆଞ୍ଚଳିକ ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ଏକ ‘ଶିଶୁ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି। ସଂଘ…