ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି… ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଦେଖିବାକୁ ଆସିଥିବା ପିଲାଙ୍କ ସହିତ ଅନେକ କଥାବାର୍ତ୍ତା ହୋଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ…