ଦିଗପହଣ୍ଡିରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ, କୃତୀ ଛାତ୍ରଛାତ୍ରୀ…
ଦିଗପହଣ୍ଡି,୧୪।୧୦(ଅଶେଷ ନାଥ ମିଶ୍ର): ଶିଶୁମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ ସେମାନଙ୍କୁ ଲୋକଲୋଚନକୁ ଆଣିବା ଲକ୍ଷ୍ୟରେ ଦିଗପହଣ୍ଡି ବ୍ଲକ୍ ବି. ତୁରୁବୁଡ଼ି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆନନ୍ଦ-ଉଲ୍ଲାସ…

