ଶୀତୁଆ ସକାଳର କାକର ଭିଜା ସ୍ପର୍ଶ: ରାଜ୍ୟରେ ଖସିଲା ପାରଦ, ସବୁଠୁ ଥଣ୍ଡା ସହର ଏବେ…
ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଧିରେ ଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ଥଣ୍ଡା ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା…

