ହିନ୍ଦୀରେ ଭାରତକୁ ବଡ଼ ଅପିଲ କଲେ ଚାଇନା ମହିଳା, ଅନ୍ୟ ଜଣେ କହିଲେ… ବେଜିଂ,୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ୭ ବର୍ଷ ପରେ ଚାଇନା ପହଞ୍ଚିଛନ୍ତି। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟି ଅନେକ ପ୍ରସଙ୍ଗରେ ଆଲୋଚନା...