ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ! ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ‘ଓସିଆନ ମ୍ୟାପିଂ’ ବା ସମୁଦ୍ରର ମାନଚିତ୍ର ପ୍ରସ୍ତୁତ କରିବା ସହ ନିରୀକ୍ଷଣ ଅଭିଯାନକୁ…