ଚାଇନାର ‘ମେଡୋଗ ଡ୍ୟାମ୍’ ଭାରତ ପାଇଁ ‘ଓ୍ବାଟର ବମ୍ ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା ସାରା ବିଶ୍ୱକୁ ଚକିତ କରିଛି। ଏହି ବିପର୍ଯ୍ୟୟ ପରେ ଭାରତର ଅରୁଣାଚଳ ପ୍ରଦେଶ…