ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ କର୍ନାଟକ କ୍ରିକେଟ ଆସୋସିଏସନ ଏହି ଦୁଇ ଭାରତୀୟ ଖେଳାଳିଙ୍କ ନାମରେ ଦୁଇଟି ଷ୍ଟାଣ୍ଡ…