ଚିପ୍ସ ପ୍ୟାକେଟ୍ରେ ଲୁଚିଛି ମୃତ୍ୟୁ: ୨ ମାସରେ ଗଲାଣି ୩ ଶିଶୁଙ୍କ ଜୀବନ, ଖୁବ୍ଶୀଘ୍ର ସରକାର… ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ଖାଦ୍ୟ ସହ ଖେଳ ଖେଳୁଛନ୍ତି ଚିପ୍ସ କମ୍ପାନୀ। ବେପାର ବଢାଇବା ପାଇଁ ଚିପ୍ସ ପ୍ୟାକେଟ୍ ଭିତରେ ଛୋଟ ଖେଳନା, ବେଲୁନ ଆଦି ବିଭିନ୍ନ ପ୍ରକାର ଜିନିଷ ପୂରାଇ ପିଲାଙ୍କୁ ଆକୃଷ୍ଟ କରୁଛନ୍ତି। ଖାଦ୍ୟ ସହ ଖେଳନା ଖାଇ...