Tag Archives: chit fund scam

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ। ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ…

ଚିଟଫଣ୍ଡ ଠକେଇ: ୫ ଲକ୍ଷ ଛୋଟ ନିବେଶକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨ା୭: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ରାଜ୍ୟର ବିଭିନ୍ନ ଚିଟ୍‌ ଫଣ୍ଡ କମ୍ପାନୀ ଦ୍ୱାରା ଠକେଇର ଶିକାର ହୋଇଥିବା ଅତିରିକ୍ତ ୫ ଲକ୍ଷ ଛୋଟ ନିବେଶକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ଟଙ୍କା ଅପେକ୍ଷାରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ: ଆଗେଇପାରୁନି ଫେରସ୍ତ ପ୍ରକ୍ରିୟା

ଭୁବନେଶ୍ୱର,୨ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଏକପ୍ରକାର ଅନ୍ଧାର ଭିତରେ ରହିଛି। ଅନେକ ଲକ୍ଷ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ, ଯେଉଁମାନେ ନିଜ କଷ୍ଟ ଉପାର୍ଜିତ ଅର୍ଥକୁ ଚିଟ୍‌ଫଣ୍ଡ ସଂସ୍ଥାରେ ଲଗାଇଥିଲେ, ସେମାନେ ତାଙ୍କର ଟଙ୍କା ପାଇପାରି ନାହାନ୍ତି। ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା: ପ୍ରସ୍ତୁତ ଚାଲିଛି ନିର୍ଦ୍ଦେଶାବଳୀ

ଭୁବନେଶ୍ୱର,୨୪ା୩: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା। ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ କରାଯାଇଛି।ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ…

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର ଶିକାର ହୋଇଥିଲେ। ଏଥିରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ବର୍ତ୍ତିପାରିନାହାନ୍ତି। ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri