ନୂଆଦିଲ୍ଲୀ, ୧୬।୫: ପାକିସ୍ତାନ ପରି ପୁଣି ବାଂଲାଦେଶରେ ବଡ଼ ବିଭାଜନ ଆଶଙ୍କା ଦେଖାଦେଇଛି। ୧୯୭୧ ମସିହାରେ ଭାରତ ସହାୟତାରେ ପୂର୍ବ ପାକିସ୍ତାନ ବାଂଲାଦେଶ ଭାବେ ସ୍ବଧୀନ ହୋଇଥିଲା।…