ଡ୍ରଗ୍ସ ଟେଷ୍ଟରେ ଧରାପଡ଼ିଲେ ଅଷ୍ଟ୍ରେଲିଆର ଏହି ଷ୍ଟାର ବ୍ୟାଟର: କ୍ରିକେଟ୍ ଜଗତ ଲଜ୍ଜିତ, ଇସିବି କଲା ବାସନ୍ଦ
ସିଡନୀ,୬।୧୧: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟର କ୍ରିସ ଲିନ ଡ୍ରଗ୍ସ ଟେଷ୍ଟରେ ଧରାପଡ଼ିଛନ୍ତି। ତାଙ୍କ ଶରୀରରେ କୋକେନ ସେବନର ପ୍ରମାଣ ମିଳିବା ପରେ ଇଂଲଣ୍ଡ ଆଣ୍ଡ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ନିୟମ ଅନୁପାଳନ ସଂସ୍ଥା ତାଙ୍କୁ ଏକ ମାସ ପାଇଁ ବାସନ୍ଦ…

