‘ହିନ୍ଦୁମାନେ ମୁସଲମାନ ଏବଂ ଖ୍ରୀଷ୍ଟିଆନଙ୍କଠାରୁ ନୁହେଁ ବରଂ ଏମାନଙ୍କଠାରୁ ବିପଦରେ ଅଛନ୍ତି’: ହିମନ୍ତ ବିଶ୍ୱ ଶର୍ମା ନୂଆଦିଲ୍ଲୀ,୨।୩: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ହିନ୍ଦୁମାନେ ମୁସଲମାନ ଏବଂ ଖ୍ରୀଷ୍ଟିଆନଙ୍କଠାରୁ ନୁହେଁ ବରଂ ବାମପନ୍ଥୀ...