ଭାରତରେ କ୍ରୋନିକ୍ ଡିଜିଜ୍ ମୃତ୍ୟୁ ବଢ଼ିଛି
ନୂଆଦିଲ୍ଲୀ, ୧୬ା୯ (ପି.ଟି.): କ୍ୟାନ୍ସର, ହୃଦ୍ରୋଗ ପରି କ୍ରୋନିକ୍ ଡିଜିଜ୍ (ଦୀର୍ଘକାଳୀନ ରୋଗ)ରେ ମୃତ୍ୟୁ ସମ୍ଭାବନା ବଢ଼ିଥିବା ଦେଶଗୁଡ଼ିକ ମଧ୍ୟରେ ଭାରତ ରହିଛି। ଲାନ୍ସେଣ୍ଟ ପତ୍ରିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନ ସୋମବାର ପ୍ରକାଶ ପାଇଛି। ଅଧ୍ୟୟନ ଅନୁଯାୟୀ, ୨୦୧୦ରୁ ୨୦୧୯...


