ଭୁବନେଶ୍ୱର୨୯ା୮: ସିଏଚ୍ଏସ୍ଇ ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।…