ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ
ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧, ୨୦୨୬ (ବୁଧବାର)…
ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି, କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ…
ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬…
ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା
ଭୁବନେଶ୍ୱର,୨୦ା୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭…

