ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍ ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ ଅବକାରୀ ଶୁଳ୍କ ଏବଂ ସ୍ୱାସ୍ଥ୍ୟ ସେସ୍ ଲାଗୁ କରିବା ପରେ ଏହି ମୂଲ୍ୟ…