ନାଗରିକ ଅସହାୟ ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବି.ଏଡ୍. ଦ୍ୱିତୀୟ ବର୍ଷର ଛାତ୍ରୀ ୧୨ ଜୁଲାଇରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରି ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛନ୍ତି। କଲେଜ ଶିକ୍ଷା ବିଭାଗର ମୁଖ୍ୟ ତାଙ୍କୁ ବାରମ୍ବାର ଯୌନ ତଥା…