ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ...