Tag Archives: CJI

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି ଯେ ଏହି ଶବ୍ଦଟି ସୌରଭ ଦାସଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ଏକ ସାକ୍ଷାତକାରରେ,…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI) ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ। କୌଣସି ରାଜ୍ୟ ବାର କାଉନସିଲ ଏହି…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ ନିବୃତ୍ତ କରିବା ନିଷ୍ପତ୍ତିରୁ ବାର୍‌ କାଉନସିଲ ଓହରିଗଲା। ବାର କାଉନସିଲ ଏହାର ପୂର୍ବ…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା ପାଇଁ କଡ଼ା ଶବ୍ଦରେ ଭର୍ତ୍ସନା କରିଥିଲେ। କୋର୍ଟ ପର୍ଯ୍ୟବେକ୍ଷଣ କରିଥିଲେ ଯେ ଡାକ୍ତରଖାନାଗୁଡ଼ିକ…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ ଜଣେ ପୂର୍ବତନ ଜିଲ୍ଲା ବିଚାରପତି, ଏବଂ ଏହା ଦୁର୍ଭାଗ୍ୟଜନକ ଯେ ନ୍ୟାୟପାଳିକା ମାମଲା…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ ବିଚାର କରି ସେମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ କରିବାକୁ…

NCERT ବହିକୁ ନେଇ ରାଗିଗଲେ CJI, କହିଲେ ଆମେ କାହାକୁ…

ନୂଆଦିଲ୍ଲୀ,୨୫ା୨: NCERT ଶ୍ରେଣୀ ୮ ପାଠ୍ୟପୁସ୍ତକରେ ‘ନ୍ୟାୟିକ ଦୁର୍ନୀତି’ ଉପରେ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରିବା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଶୀଘ୍ର ଶୁଣାଣି କରିବାକୁ ଆଶ୍ୱାସନା ଦେଇଛନ୍ତି। ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି, ମୁଁ ଏହି ମାମଲାର ବିଚାର କରିଛି। ରାଗି ଯାଇ…

UGC New Rules: General, SC, ST, OBCଙ୍କ ପାଇଁ ହେଉ ଅଲଗା ଅଲଗା ହଷ୍ଟେଲ, ଶୁଣୁ ଶୁଣୁ କାହିଁକି ରାଗିଗଲେ CJI, କହିଲେ…

ନୂଆଦିଲ୍ଲୀ,୨୯।୧: ନୂତନ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ନିୟମକୁ ଗୁରୁବାର (ଜାନୁଆରୀ ୨୯, ୨୦୨୬)ରେ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରିବା ସମୟରେ, ବିଭିନ୍ନ ଜାତି ପାଇଁ ପୃଥକ ହଷ୍ଟେଲ ଯୋଗାଇବା ପ୍ରସ୍ତାବ ଆସିବା ପରେ ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ…

‘ଆପଣ ସମ୍ବିଧାନର ରକ୍ଷକ, ଆମେ ଆପଣଙ୍କର…’, CJI ସୂର୍ଯ୍ୟକାନ୍ତଙ୍କୁ କାହିଁକି ଏମିତି ଅପିଲ କଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ? ଜାଣନ୍ତୁ…

କୋଲକାତା,୧୮।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ଯେକୌଣସି ବିପଦରୁ ରକ୍ଷା କରିବା ପାଇଁ ଭାରତର ମୁଖ୍ୟ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ ସିଧାସଳଖ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଜାଣିଶୁଣି ନାଗରିକମାନଙ୍କୁ ବଦନାମ କରିବାକୁ…

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ ବିଚାରପତି ବିଳମ୍ବିତ ନ୍ୟାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଛିନ୍ତି। ବିଳମ୍ବିତ ନ୍ୟାୟ ଲୋକଙ୍କ…

‘ଗରିବଙ୍କୁ ନ୍ୟାୟ ଦେବା ପାଇଁ ରାତି ଅଧ ଯାଏ କୋର୍ଟରେ ବସିପାରିବି’

ନୂଆଦିଲ୍ଲୀ,୨୯ା୧୧: ମୋକଦ୍ଦମାର ଗରିବ ପକ୍ଷଙ୍କୁ ନ୍ୟାୟ ଦେବା ତାଙ୍କର ପ୍ରାଥମିକତା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି। ଗରିବଙ୍କୁ ନ୍ୟାୟ ଦେବା ନିମନ୍ତେ ସେ ରାତି ଅଧ ଯାଏ କୋର୍ଟରେ ବସିପାରିବେ। କେନ୍ଦ୍ର ସରକାର ଏବଂ ଅନ୍ୟମାନଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?