ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଦୀପକେଙ୍କ ପ୍ରତିଦ୍ୱନ୍ଦ୍ୱିତା ଉପରେ ପ୍ରଶ୍ନ ଉଠାଇଛନ୍ତି। ତାଙ୍କର ଏହି ବୟାନ…