CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…
ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M)) ଏବଂ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଶରଦଚନ୍ଦ୍ର ପାୱାର) ସମେତ ବିଭିନ୍ନ ବିରୋଧୀ ଦଳର…

