Tag Archives: CJP Protest

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) । ରବିବାର ଜାରି କରିଥିବା ବୟାନରେ ସଂଗଠନ କେନ୍ଦ୍ର ସରକାରଙ୍କ ଉପରେ ଯୁବବର୍ଗଙ୍କୁ ଧୋକା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ ମଧ୍ୟ ଆଣିଛନ୍ତି। ସାମାଜିକ କର୍ମୀ ସୋନମଙ୍କ କହିବା ଅନୁସାରେ, ସେ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କରନ୍ତି, ତେବେ ଆନ୍ଦୋଳନକୁ ପୁନର୍ବାର ଆରମ୍ଭ କରାଯାଇପାରେ।…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା ଏମପି କଙ୍ଗନା ରାଣାୱତ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର ୪୮ ଘଣ୍ଟା ମଧ୍ୟରେ ଘଟଣାକ୍ରମ ଦ୍ରୁତ ଗତିରେ ବଦଳିଗଲା। ସୂତ୍ରରୁ ପ୍ରାପ୍ତ ଖବର…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି। CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି। ଆଜି (ଶନିବାର) ଅପରାହ୍ନରେ…

୫ ଦିନରେ ଏତେ କୋଟି କ୍ଷତି, CJP ଧାରଣା ଶେଷ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀରେ ଚାଲିଥିବା ବଡ଼ ଧରଣର ପ୍ରତିବାଦ ଏବଂ ପ୍ରଦର୍ଶନ ଯୋଗୁଁ ବାଣିଜ୍ୟ ଏବଂ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବା ସମ୍ପର୍କରେ ଚାମ୍ବର ଅଫ୍ ଟ୍ରେଡ୍ ଆଣ୍ଡ୍ ଇଣ୍ଡଷ୍ଟ୍ରି (CTI) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସିଟିଆଇ ଅଧ୍ୟକ୍ଷ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ ବର୍ବରତାର ପ୍ରତିବାଦରେ ଶୁକ୍ରବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ସିଜେପି ଗୁରୁବାର ଡାକରା ଦେଇଛି।…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍ ଜୋନ୍’ରେ ପରିଣତ କରାଯାଇଛି ବୋଲି ଅଭିଯୋଗ କରି ସେ ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଚେତାବନୀ…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ ପ୍ରସ୍ତୁତ ହେଉଛି। ପୋଲିସ ସୂତ୍ର ଅନୁଯାୟୀ, ପ୍ରତିବାଦର ଆଳରେ ହିଂସାରେ ଲିପ୍ତ ଏବଂ…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ପରାମର୍ଶ ପରେ ଏହି ଆବେଦନ କରାଯାଇଛି । ନୂଆଦିଲ୍ଲୀ ବ୍ୟବସାୟୀ ସଂଘ (NDTA)…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର ସରକାର ସକ୍ରିୟ ହୋଇଉଠିଛନ୍ତି। ରାଜ୍ୟ ଏବଂ ସମ୍ପୃକ୍ତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେବାର ପ୍ରସ୍ତୁତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri