Tag Archives: CJP Protest

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି। CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି। ଆଜି (ଶନିବାର) ଅପରାହ୍ନରେ…

୫ ଦିନରେ ଏତେ କୋଟି କ୍ଷତି, CJP ଧାରଣା ଶେଷ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀରେ ଚାଲିଥିବା ବଡ଼ ଧରଣର ପ୍ରତିବାଦ ଏବଂ ପ୍ରଦର୍ଶନ ଯୋଗୁଁ ବାଣିଜ୍ୟ ଏବଂ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବା ସମ୍ପର୍କରେ ଚାମ୍ବର ଅଫ୍ ଟ୍ରେଡ୍ ଆଣ୍ଡ୍ ଇଣ୍ଡଷ୍ଟ୍ରି (CTI) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସିଟିଆଇ ଅଧ୍ୟକ୍ଷ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ ବର୍ବରତାର ପ୍ରତିବାଦରେ ଶୁକ୍ରବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ସିଜେପି ଗୁରୁବାର ଡାକରା ଦେଇଛି।…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍ ଜୋନ୍’ରେ ପରିଣତ କରାଯାଇଛି ବୋଲି ଅଭିଯୋଗ କରି ସେ ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଚେତାବନୀ…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ ପ୍ରସ୍ତୁତ ହେଉଛି। ପୋଲିସ ସୂତ୍ର ଅନୁଯାୟୀ, ପ୍ରତିବାଦର ଆଳରେ ହିଂସାରେ ଲିପ୍ତ ଏବଂ…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ପରାମର୍ଶ ପରେ ଏହି ଆବେଦନ କରାଯାଇଛି । ନୂଆଦିଲ୍ଲୀ ବ୍ୟବସାୟୀ ସଂଘ (NDTA)…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର ସରକାର ସକ୍ରିୟ ହୋଇଉଠିଛନ୍ତି। ରାଜ୍ୟ ଏବଂ ସମ୍ପୃକ୍ତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେବାର ପ୍ରସ୍ତୁତି…

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଜଣାପଡିଛି ଯେ CJP ଜେ.ପି. ନଡ୍ଡାଙ୍କ ସହିତ ଆଲୋଚନା କରିବାକୁ ମନା କରିଛି।…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ ଅନଶନ କରୁଥିବା ସୋନମ ୱାଙ୍ଗଚୁକ ତାଙ୍କର ଗୋଟିଏ ଦାବି ପ୍ରତ୍ୟାହାର କରିନେଇଥିଲେ ଏବଂ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ଦୋହରାଇଥିଲେ ଏବଂ ହଙ୍ଗାମା କରିଥିଲେ। ଫଳରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି ଯେ ଯୁବବର୍ଗଙ୍କ ଭବିଷ୍ୟତ ସହିତ ଖେଳୁଥିବା କୌଣସି ବ୍ୟକ୍ତିଙ୍କୁ ଛଡାଯିବ ନାହିଁ। ପ୍ରଧାନମନ୍ତ୍ରୀ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌ ଦୀପକେ ସ୍ପଷ୍ଟ କରିଛନ୍ତି ଯେ ଯେପର୍ଯ୍ୟନ୍ତ ସେମାନଙ୍କର ଦାବି ପୂରଣ ହୋଇନାହିଁ, ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?