ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!
ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ ଏବଂ ଅନ୍ୟାନ୍ୟ ଅନେକ ନେତାଙ୍କୁ ପୋଲିସ ଅଟକ (detain) ରଖିଛି। ପୋଲିସ ସମସ୍ତ…
ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…
ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ ଜନତା ପାର୍ଟି (CJP) ଆଜି ରାତି ୮ଟାରେ ଦିଲ୍ଲୀ ପୋଲିସ ମୁଖ୍ୟାଳୟ (Police…
ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଆରମ୍ଭ କରାଯାଇଥିଲା। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ…
ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ
ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ପ୍ରବେଶ କରିଛନ୍ତି।…
ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…
ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ଶେୟାର ମଧ୍ୟ କରିଛି। ସିଜେପିର ଅଧିକାରୀକ…
ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…
ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି) ପ୍ରତିବାଦରେ କୃଷକମାନେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ତେବେ କୃଷକମାନଙ୍କୁ ଶମ୍ଭୁ ବୋର୍ଡର…
‘ଝାଡୁ ସମେତ ଏହି ସବୁ ଜିନିଷର ତୁରନ୍ତ ଆବଶ୍ୟକତା, କାରଣ…’; ଅଧରାତ୍ରିରେ ଏପରି ଦାବି କଲେ CJP ମୁଖପାତ୍ର, ସମସ୍ତେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ଆହୱାନ କ୍ରମେ ସୋମବାର ବଡ଼ ସଂଖ୍ୟାରେ ପ୍ରଦର୍ଶନକାରୀମାନେ ପଦଯାତ୍ରା କରିଥିଲେ। ଏହି ସମୟରେ ବିଭିନ୍ନ ସ୍ଥାନରେ ସେମାନଙ୍କର ସୁରକ୍ଷାକର୍ମୀଙ୍କ ସହ ଧସ୍ତିଧାସ୍ତି ହୋଇଥିଲା। ପୋଲିସ ପ୍ରଦର୍ଶନକାରୀମାନଙ୍କୁ ଘଉଡ଼ାଇବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଗ୍ୟାସ ଗୋଳା…
ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ଏହି ବୈଠକକୁ ନେଇ କୌଣସି ନିଷ୍କର୍ଷ ସାମ୍ନାକୁ ଆସି…
CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ
ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ ପରିବାରକୁ ମିଛ କହି ଦିଲ୍ଲୀ ଯାଇଥିଲେ। ସେମାନେ ଦିଲ୍ଲୀରେ ପହଞ୍ଚିବାକୁ ହ୍ବାଟ୍ସଆପ ଗ୍ରୁପ…
ଆଜି ସିଜେପିର ‘ସଂସଦ ଚଲୋ’
ନୂଆଦିଲ୍ଲୀ,୨୦ା୭ (ପି.ଟି.): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଯନ୍ତରମନ୍ତରଠାରେ ସିଜେପି ପକ୍ଷରୁ ଧାରଣା ଜାରି ରହିଛି। ଏହି ଅବସରରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍ ଦୀପ୍କେ ସୋମବାର ଯନ୍ତରମନ୍ତରରୁ ପାର୍ଲାମେଣ୍ଟ ପଦଯାତ୍ରା ବା ‘ସଂସଦ…
ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା
ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏକ ପ୍ରଶ୍ନର ଉତ୍ତରରେ, ଦୀପକେ ହଜାରେଙ୍କୁ ‘ବୁଢ଼ା ବ୍ୟକ୍ତି’ ବୋଲି କହି…
ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ୭ ଦିନର ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ,…

