clashes in Sundargarh

ଗୋମାଂସ ବିକ୍ରିକୁ ନେଇ ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ, BNS ୧୬୩ ଜାରି

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି):  ସୁନ୍ଦରଗଡ଼ ଟାଉନ୍ ଥାନା ରିଜେଣ୍ଟ ମାର୍କେଟରେ ଗୋଷ୍ଠୀ ସଂଘର୍ଷ । ଗୋମାଂସ ବିକ୍ରିକୁ ନେଇ ଏହି ଉତ୍ତେଜନା ହୋଇଥିବା ସୂଚନା ରହିଛି । ତେବେ ଗୋଷ୍ଠୀ…

5 hours ago