ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି ହୋଇଥିବା ସୂଚନା ମିଳିଛି। ତେବେ ପୋଲିସ ଉଭୟ ଗୋଷ୍ଠୀକୁ ନେଇ ସିଂହଦ୍ୱାର ଥାନାରେ…