ଜାତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ହାସଲ କଲା ଆସିକା ପୌରପରିଷଦ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରି…
ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ସ୍ବଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜାତୀୟ ସ୍ତରରେ ଗଞ୍ଜାମ ଜିଲାର ଗୌରବ ବୃଦ୍ଧି କରିଛି ଆସିକା ପୌରପରିଷଦ। ସ୍ବଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫-୨୬ରେ ୨୦ ହଜାରରୁ ୫୦ ହଜାର ଜନସଂଖ୍ୟା ବିଶିଷ୍ଟ କ୍ଷୁଦ୍ର ସହର ବର୍ଗରେ…

