ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ କେସିଙ୍ଗା,୧୬ା୧୦(ତୁମେଶ୍ୱର ସାହୁ): ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଘରେ ବିଶୁଦ୍ଧ ପାନୀୟଜଳ ସୁଜଳର ଏକ ସଚେତନ କାର୍ଯ୍ୟକ୍ରମ ବିଭାଗୀୟ ଯନ୍ତ୍ରୀ ଜାନକୀ...