ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର ଦାରିଙ୍ଗବାଡ଼ିଠାରେ ସାମୁହିକ ସ୍ବଚ୍ଛ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନରେ ବଣିକ ସଙ୍ଗଠନର…