ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ… ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି। ଏପରି କ୍ଷେତ୍ରରେ ଲୋକଙ୍କ ମନକୁ ଆସେ ଘର ପୋଛିବା ପରେ ବି ମାଛି…