‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା
ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସ୍ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା ଥିବା ସ୍ଥାନଗୁଡ଼ିକରେ ଏନ୍ଏସ୍ସି କର୍ମଚାରୀ ଓ ଜନପ୍ରତିନିଧିମାନେ ଝାଡ଼ୁ ଧରି ସଫେଇର ପ୍ରଚାର…

