କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ
କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର, ବ୍ୟାଙ୍କ…


